ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ଭାରତୀୟ ମଜଦୁର ସଂଘ,ପୁରୀ ଜିଲ୍ଲା ଶାଖା ପକ୍ଷରୁ ‘ରଜ ଉତ୍ସବ-୨୦୨୫’ ବଡ଼ଦାଣ୍ଡ ଟାଉନ ଥାନା ନିକଟବର୍ତ୍ତୀ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି I ଏହି ଅବସରରେ ଦୋଳି ଖେଳ ସହିତ ଅନୁଷ୍ଠାନ ର ଭଉଣୀ ମାନଙ୍କୁ ନେଇ ମ୍ୟୁଜିକ୍ ଚେୟାର ଓ ରୁମାଲ୍ ଚୋରି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା I

