ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ମୋହନା ବ୍ଲକ ଅନ୍ତର୍ଗତ ଧାଡ଼ିଆମ୍ବ ପଞ୍ଚାୟତ ଗୃହ ଠାରେ ଗଜପତି ଆରକ୍ଷୀ ଅଧିକ୍ଷକ ଙ୍କ ଉପସ୍ଥିତିରେ ଅଞ୍ଚଳ ର ଲୋକଙ୍କ ଅଭିଯୋଗ ଶୁଣାଣୀ କରିଥିଲେ । ଏହି ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ଅଧିକାରୀ ଶଙ୍କର କେରକେଟା, ଉପ ଜିଲ୍ଲାପାଳ ଅନୁପ ପଣ୍ଡା, ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର, ଗୋଷ୍ଟି ଉନ୍ନୟନ ଅଧିକାରୀ ରାଜୀବ ଦାସ,

