ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଜିଲ୍ଲାର ବିଭିନ୍ନ ବହୁମୁଖି ବନ୍ୟା ଆଶ୍ରୟସ୍ଥଳୀ ପରିସରରେ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ସଚେତନତା ଓ ସାମୁହିକ ଅଭ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ବାଦିଲି, ଗିରକାନପଲ୍ଲି, ମୋଟୁ ଓ ଧୁଙ୍ଗିଆପୁଟ ଠାରେ ଚାରି ଗୋଟି ବହୁମୁଖି ବନ୍ୟା ଆଶ୍ରୟ ସ୍ଥଳୀ ରହିଛି । ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଓସଡମା ରାଜ୍ୟ ଓବଜରଭର ଅରୁଣ କୁମାର ପ୍ରଧାନ ଓ ଜରୁୀକାଳୀନ ଅଧିକାରୀ ପ୍ରଫୁଲ୍ଲ ବେହେରା ଗିରକାନପଲ୍ଲି ବନ୍ୟା ଆଶ୍ରୟସ୍ଥଳୀ ଗସ୍ତ କରିଥିଲେ। ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ,
