ଯୋଗ ମାଧ୍ୟମରେ ମଣିଷ ମାନସିକ ଚାପ, ଅବସାଦ ଓ ବିଭିନ୍ନ ରୋଗରୁ ମୁକ୍ତି ପାଇଥାଏ : ଶିକ୍ଷାମନ୍ତ୍ରୀ

ଏ ଅବସରରେ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଅନ୍ୟ ଅତିଥି ମାନେ ବୃକ୍ଷରୋପଣ କରିଥିଲେ । କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ହରିଶ ବି. ସି, ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀଙ୍କ ସମେତ ଜନ ପ୍ରତିନିଧି, ସରକାରୀ ଅଧିକାରୀ, କର୍ମଚାରୀ,ଛାତ୍ରଛାତ୍ରୀ ଓ ବହୁସଂଖ୍ୟାରେ ଜନସାଧାରଣ ଯୋଗ ଦେଇଥିଲେ ।
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026