ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଭୁବନେଶ୍ବର ରେ ଇ ପି ଏ ଉଇକ୍ଲି ଗଣମାଧ୍ୟମରେ କାର୍ଯ୍ୟରତ ଯୁବ ଫଟୋ ସାମ୍ବାଦିକ ଵିରୁ ସାହୁଙ୍କ ଆଜି ସକାଳେ ଦେହାନ୍ତ ହୋଇଯାଇଛି । ସେ କିଛି ଦିନ ଧରି ଅସୁସ୍ଥ ଥିବା ଯୋଗୁଁ ଏମ୍ସ ରେ ଚିକିତ୍ସାଧୀନ ଥିଲେ । ଗତକାଲି ରାତ୍ରି ରେ ଖାଇ ପିଇ ସୋଇଥିଲେ କିନ୍ତୁ ସକାଳ ହେବା ପରେ ସେ ଆଉ ଉଠି ନଥିଲେ । ପରିବାର ଲୋକ ତାଙ୍କୁ ମେଡିକାଲ ନେବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
