ନୟାଗଡ଼ ଜିଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ଜିଲ୍ଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଅବକାରୀ ବିଭାଗର ମିଳିତ ସହଯୋଗରେ ପାଳନ କରାଯାଇଥିଲା । ଏହି ଦିବସ ପାଳନ ଅବସରରେ ପ୍ରଥମେ ନୟାଗଡ ଉପ-ଜିଲ୍ଲାପାଳ ଶ୍ରୀ କଣ୍ଠଦେବ ସମାଦାରଙ୍କ ତତ୍ତ୍ୱାବଧାନରେ ଏକ ସଚେତନତା ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ପଂଚାୟତ ସମିତି, ନୟାଗଡ ପର୍ଯ୍ୟନ୍ତ ଯାଇଥିଲା ।