Home ଓଡ଼ିଶା ୧୯ ତମ ଜାତୀୟ ପରିସଂଖ୍ୟାନ ଦିବସ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ୧୯ ତମ ଜାତୀୟ ପରିସଂଖ୍ୟାନ ଦିବସ ଜିଲ୍ଲା ଯୋଜନା ଓ ପର୍ଯ୍ୟାଲୋଚନା କାର୍ଯ୍ୟାଳୟର ନିର୍ଦ୍ଦେଶକ ଶ୍ରୀଯୁକ୍ତ ବିଦ୍ୟାଧର ନାୟକଙ୍କ ସଭାପତିତ୍ଵରେ ଜିଲ୍ଲା କୃଷି ଅଧିକାରୀ, ନୟାଗଡ଼ଙ୍କ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଅଛି l ଉକ୍ତ ଉତ୍ସବ ରେ ତଥା ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ(ଏ .ଡି.ଏମ୍.ଓ.), ନୟାଗଡ ଏବଂ କଣ୍ଟିଲୋ ମହାବିଦ୍ୟାଳୟର ଅର୍ଥନୀତି ବିଭାଗର ଅଧ୍ୟାପକ ଡ. ବନମାଳୀ ଦଳେଇ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ । ଜିଲ୍ଲା ଯୋଜନା ଓ ପର୍ଯ୍ୟାଲୋଚନା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ଜିଲ୍ଲାର ଅନ୍ୟାନ୍ୟ କାର୍ଯ୍ୟାଳୟର ମୁଖ୍ୟ ମାନେ ଯୋଗେ ଦେଇଥିଲେ l ମୁଖ୍ୟ ଅତିଥି ଡ. ଦଳେଇ ଜାତୀୟ ପରିସଂଖ୍ୟାନର ଜନକ ଯାହାଙ୍କ ଜନ୍ମ ଦିନ କୁ ଜାତୀୟ ପରିସଂଖ୍ୟାନ ଦିବସ ରୂପେ ପାଳନ କରାଯାଏ ତତ ସମ୍ୱନ୍ଧୀୟ କିଛି ଅଜଣା କଥା ଆଲୋକପାତ କରିଥିଲେ l ପରିଶେଷରେ ସଭାପତି ଙ୍କୁ ଧନ୍ୟବାଦ ଦେଇ ସଭାସାଙ୍ଗ କରାଯାଇଥିଲା l Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026