ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) :- ସାଇସିଦ୍ଧି ଫାଉଣ୍ଡେସନ ତରଫରୁ ଆୟୋଜିତ ନିଃଶୁକ୍ଳ ସ୍ବାସ୍ଥ୍ୟ ସେବା ଶିବିର ଇଣ୍ଡୋର ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହୋଇଥିଲା । ପ୍ରାୟ ୩୦୦ ରୁ ଅଧିକ ଲୋକ ଯୋଗଦାନ କରିଥିଲେ ଏବଂ ମାଗଣା ରେ ଔଷଧ ବଣ୍ଟନ ସହ ନିଶୁଳ୍କ ଫିଯୋଥୋରାଫି ସେବା ମଧ୍ୟ କରାଯାଇଥିଲା ଆଗାମୀ ଦିନ ମାନଙ୍କ ରେ ସାଇସିଦ୍ଧି ଫାଉଣ୍ଡେସନ ତରଫରୁ ଯଥାସମ୍ଭବ ଜନସେବା ମୂଳକ କାର୍ଯ୍ୟ ହାତକୁ ନିଆଯିବ ବୋଲି ସାଇସିଦ୍ଧି ଫାଉଣ୍ଡେସନ ର ଫାଉଣ୍ଡର ସାଇ ଶୁଭମ୍ କହିଛନ୍ତି ।

