Home Uncategorized ସତ୍ୟବ୍ରତ ନାୟକ ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ନୂତନ ଜିଲ୍ଲା ସଭାପତି ନିଯୁକ୍ତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ସତ୍ୟବ୍ରତ ନାୟକ ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ନୂତନ ଜିଲ୍ଲା ସଭାପତି ନିଯୁକ୍ତ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରଯୁକ୍ତ ଭକ୍ତ ଚରଣ ଦାସ ଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ ଜିଲ୍ଲା କଂଗ୍ରେସ ସଂଯୋଜକ,ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ର ପୂର୍ବତନ ସାଧାରଣ ସଂପାଦକ ତଥା ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ର ଜାତୀୟ ସାଂଗଠାନିକ ସଂପାଦକ ଶ୍ରୀ ସତ୍ୟ ବ୍ରତ ନାୟକ ଙ୍କୁ ବର୍ତ୍ତମାନ ନୂତନ ଭାବେ ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ସଭାପତି ଭାବେ ନିଯୁକ୍ତ କରାଯାଇଛି।ଶ୍ରୀ ନାୟକ ପୂର୍ବରୁ ଛାତ୍ର କଂଗ୍ରେସ ର ରାଜ୍ୟ ସାଧାରଣ ସଂପାଦକ ଯୁବ କଂଗ୍ରେସ୍ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଂପାଦକ ଓ ସାଧାରଣ ସଂପାଦକ,ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ର ରାଜ୍ୟ ସଭାପତି ଭାବରେ ଦାୟିତ୍ବ ତୁଲାଇ ଆସିଛନ୍ତି ଏବଂ ବର୍ତ୍ତମାନ ସେ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ର ରାଜ୍ୟ ଯୁଗ୍ମ ସଧାରଣ ସମ୍ପାଦକ ଓ ଜାତୀୟ ସାଂଗଠାନିକ ସଂପାଦକ ସହିତ ନୟାଗଡ଼ ଜିଲ୍ଲା ସଭାପତି ଭାବରେ ଦାୟିତ୍ବ ନିର୍ବାହ କରିଆସୁଛନ୍ତି ଏହା ସହିତ ଓଡିଶା ରାଜୀବ ଗାନ୍ଧୀ ଛାତ୍ର ଫୋରମ ପ୍ରତିଷ୍ଠାତା ସଭପତି ଭାବେ ଦୀର୍ଘ 25ବର୍ଷ ଧରି କାର୍ଯ୍ୟକ୍ରମ କରି ଆସୁଚନ୍ତି ନୟାଗଡ଼ ଜିଲ୍ଲା କଂଗ୍ରେସ ସଂଗଠନ କୁ ସୁସଂଗଠିତ କରିବା ପାଇଁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ସତ୍ୟ ବ୍ରତ ନାୟକ ଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ଏହି ନୂତନ ନିଯୁକ୍ତି ପାଇଁ ଶ୍ରୀ ନାୟକ ପ୍ରଦେଶ କଂଗ୍ରେସ କମିଟି ସଭାପତି ଙ୍କୁ କୃତଜ୍ଞତା ଜଣାଇବା ସହ ନୟାଗଡ ଜିଲ୍ଲା ବାସି ଙ୍କ ଆଶ୍ରିବାଦ କାମନା କରିଛନ୍ତି|ତେବେ କଂଗ୍ରେସର ଆଗଧାଡିର ଏହି ଲୋକପ୍ରିୟ ସଂଗଠକ ଶ୍ରୀଯୁକ୍ତ ନାୟକଙ୍କ ଏହି ନୂତନ ନିଯୁକ୍ତି ଜିଲ୍ଲାବାସୀଙ୍କ ମଧ୍ୟରେ ଆନନ୍ଦ ଖେଳାଇ ଦେଇଛି l Categories: Uncategorized Related Content ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢିବାର ଏକ ମହାନ ପ୍ରକ୍ରିୟା - ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana September 6, 2026 ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି by Proprietor Abhimanyu Maharana August 15, 2026 ରଥଯାତ୍ରା ୨୦୨୬ ପ୍ରସ୍ତୁତି ନେଇ ଛତିଶା ନିଯୋଗ ସହ ସମନ୍ୱୟ ବୈଠକ by Proprietor Abhimanyu Maharana July 3, 2026 Preparations on for Ratha Yatra at Delhi’s Hauz Khas Temple by Proprietor Abhimanyu Maharana June 27, 2026 ପୁରୀରେ ପଞ୍ଚମୁଖୀ ମହାବୀରଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା, ତିନିଦିନିଆ ଯଜ୍ଞରେ ଭକ୍ତିମୟ ପରିବେଶ by Proprietor Abhimanyu Maharana April 8, 2026 କୁଦିଆରୀ ମା ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ : ସ୍କାଳରାତ୍ରି ବେଶରେ ଦର୍ଶନ ଦେଲେ ମା' by Proprietor Abhimanyu Maharana March 25, 2026