ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଜିଲ୍ଲା ପ୍ରଶାସନ ପକ୍ଷରୁ ରେଳ ପ୍ରକଳ୍ପ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ତ୍ଵରାନିତ କରାଯାଇଛି । ଆଜି ମାଥିଲି ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜୟପୁର- ମାଲକାନଗିରି ନୂତନ ଓସାରିଆ ରେଳପଥ ନିମନ୍ତେ ଜମି ଅଧିଗ୍ରହଣ ହୋଇଥିବା ହିତାଧିକାରୀଙ୍କୁ କ୍ଷତିପୂରଣ ରାଶି ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀ ଉପସ୍ଥିତ ଥିବା ବେଳେ ସମ୍ମାନୀତ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ,
