Home ଓଡ଼ିଶା ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିଲା ପୋଲିସ ଗାଡି : ଅଳ୍ପକେ ବର୍ତ୍ତିଲେ 22 ପୋଲିସ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ରଥଯାତ୍ରା ଡ୍ୟୁଟି ସାରି ପୁରୀ ରୁ କୋରାପୁଟ ଫେରିବା ବେଳେ କୋରାପୁଟ ଜ଼ିଲ୍ଲା ପୋଲିସ ର ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।ଏଭଳି ଦୁର୍ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ଅଡବା ଥାନା ଝାଗୁଡ଼ି ଗାଁ ନିକଟସ୍ଥ ବୁଲାଣି ରାସ୍ତା ରେ। ଭାରସାମ୍ୟ ହରାଇ ଗାଡିଟି ରାସ୍ତା କଡ଼କୁ ଖସିଯାଇଥିବା ବେଳେ ସୌଭାଗ୍ୟବଶତଃ ବସ୍ ରେ ବସିଥିବା ସମସ୍ତ ପୋଲିସ ଯବାନ ସୁରକ୍ଷିତ ଥିବା ଜଣାପଡିଛି।ବସ୍ ରେ 22 ଜଣ ଯବାନ ଥିବା ବେଳେ ଡ୍ରାଇଭର ଙ୍କ ଆଖି ପଡ଼ିଯିବା ଯୋଗୁଁ ଏହି ଦୁର୍ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଧରାପଡ଼ିଛି l ଅଡବା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l Categories: ଓଡ଼ିଶା, ଗଜପତି, ହୋମ୍ Related Content କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା by Proprietor Abhimanyu Maharana September 28, 2026 ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍ ଓ ପିକ୍ଅପ୍ ଭ୍ୟାନ୍ ଜବତ, ୬ ଗିରଫ by Proprietor Abhimanyu Maharana September 28, 2026 ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ by Proprietor Abhimanyu Maharana September 28, 2026 ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୧୭ ଜଣ ଅବସରପ୍ରାପ୍ତ ଟିକେଟ୍ ଯାଞ୍ଚ କର୍ମଚାରୀଙ୍କୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା by Proprietor Abhimanyu Maharana September 28, 2026 ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଅପରପକ୍ଷ ତର୍ପଣ ଆରମ୍ଭ by Proprietor Abhimanyu Maharana September 28, 2026 ପୁରୀ ସମୁଦ୍ର ବାରମ୍ବାର କୂଳ ଲଙ୍ଘୁଛି : ପ୍ରତିକାର ଶୂନ by Proprietor Abhimanyu Maharana September 28, 2026