Home ଓଡ଼ିଶା ଅବସରପ୍ରାପ୍ତ ସିଆରପିଏଫ ଜବାନ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁମୁସର ଉଦୟଗିରି ବ୍ଲକ ଅଧୀନ ରଟିଙ୍ଗିଆ ଗ୍ରାମପଞ୍ଚାୟତରେ ସିଆରପିଏଫ ଜବାନ ବିକ୍ରମ ନାୟକ ନିଜ ଚାକିରୀ କାଳ ରୁ ଅବସର ନେଇ ନିଜ ଜନ୍ମମାଟିକୁ ଫେରିବା ପରେ ଗ୍ରାମବସୀ ମାନେ ରଟିଙ୍ଗିଆ ଗାସ୍ତିମାହା ଛକ ଠାରୁ ଇନ୍ଦ୍ରଗଡ଼ ଗ୍ରାମ ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରା ରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ପୁଷ୍ପଗୁଚ୍ଛ ପ୍ରଦାନ କରି ପାଛୋଟି ନେଇଥିଲେ। ଏଥିରେ ସ୍ଥାନୀୟ ସରପଞ୍ଚ ବିଷ୍ଣୁଦେବ ପ୍ରଧାନ, ମିତ୍ରକା ନାୟକ, ଅଜିତ ନାୟକ, ଜିତେନ୍ଦ୍ର ନାୟକ, ଆମଶ ନାୟକ, ରାଜୁ ନାୟକ, ସମାଜସେବୀ ହୃଷୀକେଶ ପ୍ରଧାନ, ଜିପିଏଲଏଫର ସଦସ୍ୟା ନାମିନି ନାୟକ, ବ୍ଲେସି ପ୍ରଧାନ, ଅନୁପମା ପ୍ରଧାନ ଙ୍କ ସମେତ ଅଞ୍ଚଳର ଶତାଧିକ ପୁରୁଷ ଓ ମହିଳା ଉପସ୍ଥିତ ଥିଲେ। ପ୍ରକାଶ ଯେ, ବିକ୍ରମ ନାୟକ ୧୯୮୫ ମସିହାରେ ସିଆରପିଏଫ୍ରେ ଯୋଗ ଦେଇଥିଲେ। ତାଙ୍କର ଦେଶ ସେବା ଓ ଦେଶରେ ଶାନ୍ତି ବାତାବରଣ ସୃଷ୍ଟି କରିବା ନିମନ୍ତେ ନିଜକୁ ନିୟୋଜିତ କରିଥିବା ହେତୁ ଅବସର ଗ୍ରହଣ କରିବା ପରେ ଅଞ୍ଚଳବାସୀ ଙ୍କ ତରଫରୁ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଥିଲା । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ by Proprietor Abhimanyu Maharana September 24, 2026 ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା"ମୋ ପରିବାର" by Proprietor Abhimanyu Maharana September 24, 2026 ‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ by Proprietor Abhimanyu Maharana September 24, 2026 ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ by Proprietor Abhimanyu Maharana September 24, 2026 ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ by Proprietor Abhimanyu Maharana September 24, 2026 ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି by Proprietor Abhimanyu Maharana September 24, 2026