ନୂଆଦିଲ୍ଲୀ (ଓଡ଼ିଶା ତାଜା ନ୍ୟୁଜ୍) :-ନୂଆଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘର ସମ୍ପାଦକ ଓ ବିଶିଷ୍ଟ ସମାଜସେବୀ ରବୀନ୍ଦ୍ରନାଥ ପ୍ରଧାନ ଏବଂ ମନ୍ଦିର କମିଟିର ସଦସ୍ୟ ମାନେ ନୂଆ ଦିଲ୍ଲୀର ଅଶୋକା ହୋଟେଲ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରୁଛନ୍ତି।
