Home ଅପରାଧ ବିପୁଳ ପରିମାଣରେ ଦେଶୀମଦ ଓ ଜିଞ୍ଜର ଜବତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଟାଙ୍ଗୀ (ଓଡ଼ିଶା ତାଜା ନ୍ୟୁଜ୍) :- ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରି ଅବକାରୀ ପୋଲିସ ୬୨୦ ଲିଟର ଦେଶୀମଦ ସହ ୮୧ ଲିଟର ଜିଞ୍ଜର ଜବତ କରିଛି । ଏହି ଘଟଣା ରେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତ ଜଣକ ବାଣପୁର ଥାନା ଅନ୍ତର୍ଗତ କାନ୍ଦୁଲି ସାହିର ଶ୍ରୀଧର ଶବର । ଅଭିଯୁକ୍ତ ଶବର ନିଜ ଘରେ ଦେଶୀମଦ ଓ ଜିଞ୍ଜର ରଖି ବେପାର କରୁଥିବା କୌଣସି ସୂତ୍ରରୁ ଅବକାରୀ ବିଭାଗର କର୍ମଚାରୀ ଖବର ପାଇ ଅତର୍କିତ ଭାବେ ଚଢ଼ାଉ କରିଥିଲେ । ଚଢ଼ାଉ ବେଳେ ୪୫୦ ମିଲିଲିଟର ବିଶିଷ୍ଟ ୧୮୦ ବୋତଲ ଜିଞ୍ଜର ମୋଟ ୮୧ ଲିଟର ଏବଂ ୬୨୦ ଲିଟର ଦେଶୀମଦ ଜବତ କରାଯାଇଥିଲା । ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ କେଶ ନଂ ୮୬/୨୫-୨୬ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି । Categories: ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା by Proprietor Abhimanyu Maharana September 11, 2026 ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ by Proprietor Abhimanyu Maharana September 11, 2026 ନୟାଗଡ ଜିଲ୍ଲାର ଦ୍ୱିତୀୟ ବରିଷ୍ଠ ତୀର୍ଥଯାତ୍ରୀ ଯୋଜନା ଶୁଭାରମ୍ଭ by Proprietor Abhimanyu Maharana September 11, 2026 ଜିଲ୍ଲା ଉପନିବନ୍ଧକ କାର୍ଯ୍ୟାଳୟର ଲୋକାର୍ପଣ ଉତ୍ସବ by Proprietor Abhimanyu Maharana September 11, 2026 ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳୀ ସଭା by Proprietor Abhimanyu Maharana September 11, 2026 ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ପାଇଁ ପ୍ରଚାର by Proprietor Abhimanyu Maharana September 11, 2026