ଓଡିଶାର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ; କରୋନା ପଜିଟିଭ୍‌ ଚିହ୍ନଟ

ଓଡ଼ିଶା ତାଜା ନ୍ୟୁଜ (୭ ସେପ୍ଟେମ୍ବର ସୋମବାର) ଭୁବନେଶ୍ୱର :- କରୋନା ଆକ୍ରାନ୍ତ ହେଲେ ଆଉ ଜଣେ ମନ୍ତ୍ରୀ । ଓଡିଶାର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

Exit mobile version