ଗଣିଆ (ଓଡ଼ିଶା ତାଜା ନ୍ୟୁଜ୍) :- ଗଣିଆରେ ଥିବା ଇଂରାଜୀ ମିଡିୟମ ମହାନଦୀ ପବ୍ଲିକ ସ୍କୁଲର ନୂତନ ସ୍କୁଲ ଭ୍ୟାନ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅୟନ ଫାଉଣ୍ଡେସନର ମୁଖ୍ୟ ଟ୍ରଷ୍ଟି ପଙ୍କଜ କୁମାର ସାହୁଙ୍କ ସହଯୋଗରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ଏହି

