ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦ ର ସଭାଗୃହ ଠାରେ ୧୨ ତମ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଙ୍କ ସଭାପତିତ୍ବରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା l ଏଥିରେ କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ,ସାଂସଦ ନଗର ପ୍ରତିନିଧି ଆଦିକନ୍ଦ ପଟନାୟକ,

ବିଧାୟକ ପ୍ରତିନିଧି ଅବନୀ କାନ୍ତ ନାୟକ ସମେତ ସମସ୍ତ କାଉନସିଲର ମାନେ ଉପସ୍ଥିତ ରହି ବାଲିଗୁଡା ଏନଏସି ର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କ ରେ ଆଲୋଚନା କରିଥିଲେ l ଏହି କାଉନସିଲ ବୈଠକ ରେ ବିଭିନ୍ନ ୱାର୍ଡ ରେ ଚାଲି ଥିବା ରାସ୍ତା ଘାଟ, ଡ୍ରେନେଜସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା,
