ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ‘ମାସ ଇଭେଣ୍ଟସ୍’ ତରଫରୁ “ବନ୍ଧୁତ୍ୱ ଦିବସ” ଭୁବନେଶ୍ୱରସ୍ଥିତ ଲୋହିଆ ଏକାଡେମୀ ପରିସରରେ ପାଳନ କରାଯାଇଛି । ମାସ୍ ଇଭେଣ୍ଟର ମୁଖ୍ୟ ମୀର ଅହମ୍ମଦ ଅଲ୍ଲୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ରୂପେ ଓଡ଼ିଶା ପାଇକ ଆଖଡ଼ା ମହାସଂଘର ସଭାପତି ପ୍ରକାଶ ଶ୍ରୀଚନ୍ଦନ,

