Home ଓଡ଼ିଶା ପ୍ରବାସୀ ଓଡ଼ିଆଙ୍କ ଜନ୍ମାଷ୍ଟମୀ ଉତ୍ସବ ପାଳନ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବେଗୁନିଆ (ଓଡ଼ିଶା ତାଜା ନ୍ୟୁଜ୍) :- ମହାରାଷ୍ଟ୍ର ରାଜ୍ୟର ପୁନେ ଜିଲ୍ଲା ଭୋଷରୀ ଠାରେ ଦୀର୍ଘ ଆଠବର୍ଷ ଧରି ନୀଳାଚଳ ମିତ୍ର ମଣ୍ଡଳ ଆନୁକୁଲ୍ୟରେ ମହେଶ ଦାଦା ସ୍ପୋର୍ଟସ ଫାଉଣ୍ଡେସନ ପକ୍ଷରୁ ପ୍ରବାସୀ ଓଡ଼ିଆଙ୍କ ଦ୍ବାରା ଜନ୍ମାଷ୍ଟମୀ ଉତ୍ସବ ମହା ଆଡ଼ମ୍ବରରେ ପାଳନ ହୋଇଛି । ଏଥିରେ ମା ମାହେଶ୍ଵରୀ ସଙ୍କୀର୍ତ୍ତନ ମଣ୍ଡଳୀର ଗାୟିକା ନୀକିତା ସରିତା ବେହେରା ଯୋଗ ଦେଇ ସଙ୍କୀର୍ତ୍ତନ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମକୁ ସଭ୍ୟ ସଞ୍ଜୟ ପରିଡ଼ା, ଗୋବର୍ଦ୍ଧନ ନାୟକ ପରଦେଶୀ ସାହୁ, ତପନ ରାଉତ, ଗରୁଡ଼ ଦାସ, ଶ୍ରୀନିବାସ ପ୍ରଧାନ, ଦିଲିପ ସ୍ୱାଇଁ, ରିପନ ଦାସ ଓ ଅନିଲ ସାଏ ପରିଚାଳନା କରିଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content Chandi Bhandar Unveils the “Aaranya” Edit for Durga Puja by Proprietor Abhimanyu Maharana October 5, 2026 ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana October 4, 2026 ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ by Proprietor Abhimanyu Maharana October 4, 2026 ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ by Proprietor Abhimanyu Maharana October 4, 2026 କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା by Proprietor Abhimanyu Maharana October 5, 2026