Home ଓଡ଼ିଶା ବାଙ୍କୀ ବିବେକାନନ୍ଦ ସ୍କୁଲରେ ସ୍ୱାଧୀନତା ଦିବସ ପାଳିତ by Proprietor Abhimanyu Maharana 9 months ago Share on FacebookShare on TwitterWhatsapp ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) :- ବାଙ୍କୀ ବିବେକାନନ୍ଦ ସ୍କୁଲ ପରିସରରେ ୭୯ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଜାତୀୟ ପତକାକୁ ଉତ୍ତୋଳନ କରାଯାଇଥିଲା । ସ୍କୁଲ ପରିଚାଳନା କମିଟି ସଂପାଦକ ସନ୍ତୋଷ କୁମାର ରଣା ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପରିଚାଳନା କମିଟି ସଭ୍ୟ ପ୍ରଶାନ୍ତ ମହାପାତ୍ର, ରମେଶ ବେହେରା, ପ୍ରସନ୍ନ ବେହେରା, ସତ୍ୟନାରାୟଣ ସାହୁ, ଅଧ୍ୟକ୍ଷା ପ୍ରୀତିମଞ୍ଜରି ସାହୁଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତୀ ଓ ଛାତ୍ରଛାତ୍ରୀ ଯୋଗଦେଇ ଜାତୀୟପତାକାକୁ ସମ୍ମାନ ପ୍ରଦାନ କରିଥିଲେ । Categories: ଓଡ଼ିଶା, କଟକ, ହୋମ୍ Related Content ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ by Proprietor Abhimanyu Maharana May 1, 2026 ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା by Proprietor Abhimanyu Maharana May 1, 2026 ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ by Proprietor Abhimanyu Maharana May 1, 2026 ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା by Proprietor Abhimanyu Maharana May 1, 2026 ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ by Proprietor Abhimanyu Maharana May 1, 2026 Odisha Society of UK Celebrates Seventh Utkal Dibas by Proprietor Abhimanyu Maharana May 1, 2026