ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ବିଜେପି ଦଳ ପକ୍ଷରୁ ଜିଲ୍ଲା ସଭାପତି ନବ କିଶୋର ଶବରଙ୍କ ଅଧ୍ୟକ୍ଷତାରେ ପୂର୍ବତନ ବିଧାୟକ କେ. ନାରାୟଣ ରାଓ, ମୋହନ ନିର୍ବାଚନ ମଣ୍ଡଳୀ ର ବିଧାୟକ ପାର୍ଥି ଙ୍କ ଉପସ୍ଥିତିରେ ସ୍ଥାନୀୟ ପୂର୍ତ୍ତବିଭାଗ ଡାକବଙ୍ଗଳା ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା ପାରଳାଖେମୁଣ୍ଡି ସ୍ଥିତ ପୂର୍ତ୍ତ ବିଭାଗ ବଙ୍ଗଳା ଠାରେ ଆୟୋଜିତ ହୋଇଥିଲା l
