ଦୁଇ ବାଇକ ମୁହାଁମୁହିଁ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ : ଜଣେ ଗୁରୁତର ମେଡିକାଲ ରେ ଭର୍ତ୍ତି

ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ପହଂଚି ଗୁରତର କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ କୋଟଗଡ ମେଡିକାଲ କୁ ନେଇପ୍ରାଥମିକ ଚିକିତ୍ସା କରି ଗୁରୁତର ଥିବାରୁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଘଟଣା ସ୍ଥଳରେ କୋଟଗଡ ପୋଲିସ ପ୍ରଶାସନ ଓ ଅଗ୍ନିଶମ ବାହିନୀ ଟିମ ପହଂଚି ଶବକୁ ଜବତ କରି ବ୍ୟବଛେଦ ପରେ ପରିବାର ବର୍ଗ ଙ୍କୁ ହସ୍ତାନ୍ତର କରିଛନ୍ତି l
Related Content
ଫୁଲବାଣୀର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ( ଆଇ ଟି ଆଇ ) ପରିସର ମଧ୍ୟରେ : ବରିଷ୍ଟ ନାଗରିକ ସଂଘ ଚଳିତ ବର୍ଷ ର ବୃକ୍ଷ ରୋପଣ ଉତ୍ସବ
by
Proprietor Abhimanyu Maharana
August 2, 2026
ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି
by
Proprietor Abhimanyu Maharana
August 1, 2026
Vedanta Aluminium-Supported Young Archer Wins 3 Gold; Qualifies for CBSE Nationals
by
Proprietor Abhimanyu Maharana
August 1, 2026
ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ'ରୁମ୍ ଉଦଘାଟିତ
by
Proprietor Abhimanyu Maharana
August 1, 2026
ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ
by
Proprietor Abhimanyu Maharana
August 1, 2026
ଖୋ ଖୋ ବୈଷୟିକ କାର୍ଯ୍ୟକର୍ତ୍ତା ଙ୍କୁ ସମ୍ବର୍ଦ୍ଧନା
by
Proprietor Abhimanyu Maharana
August 1, 2026