ଓଡ଼ିଶାରେ ୨୨,୨୬,୪୩୬ ଟି ନମୁନା ପରୀକ୍ଷା କରାଯାଇଛି,୧,୩୫,୧୩୦ ଜଣ ପଜିଟିଭ୍‌ ଚିହ୍ନଟ,୧,୦୫,୨୯୫ ଜଣ ରୋଗୀ ସୁସ୍ଥ, – ୫୮୦ ଜଣ ମୃତ୍ୟୁ

ଓଡ଼ିଶା ତାଜା ନ୍ୟୁଜ (୧୦ ସେପ୍ଟେମ୍ବର ଗୁରୁବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨୨,୨୬,୪୩୬ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧,୩୫,୧୩୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

୧,୦୫,୨୯୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା- ୩୧୧୦) ୫୮୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୯,୨୦୨ ରହିଛି । ୩୨,୩୧୨ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version