ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) :- ସଂସ୍କୃତ ମାସ ପାଳନ ଅବସରରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ଓ ଅଖିଳ ଭାରତ ଅମୃତବାଣୀ ସେବା ପ୍ରତିଷ୍ଠାନ, ବାଲେଶ୍ୱର ର ମିଳିତ ସହଯୋଗରେ ବିଦ୍ଯାଳୟର ପଞ୍ଚମ ଶ୍ରେଣୀ ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ଯୟନରତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ୧୦ ଦିବସୀୟ ସଂସ୍କୃତ ସମ୍ଭାଷଣ ଶିବିର ଉଦଘାଟିତ ହୋଇ ଯାଇଛି । ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ଶିବିରର ପ୍ରଶିକ୍ଷକ ଭାବେ ଅଖିଳ ଭାରତ ଅମୃତବାଣୀ ସେବା ପ୍ରତିଷ୍ଠାନ,

