ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଖାରିଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଖାରିଗୁଡା ଗ୍ରାମ ପଞ୍ଚାୟତ ସମେତ ରାଇପାଙ୍କା,

