ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଜିଲ୍ଲାସ୍ତରୀୟ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ରବି ୨୦୨୫-୨୬ର ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ କୃଷି ଓ କୃଷକ ସଶକ୍ତି କରଣ ବିଭାଗ ତରଫରୁ ଆଜି ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ବିଭୂତି ଭୂଷଣ ଜେନା, ବାଣିଜ୍ୟ,ପରିବହନ, ଇସ୍ପାତ୍ ଓ ଖଣି ବିଭାଗ,
