କଳାହାଣ୍ଡି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୩୪, ଜିଲ୍ଲାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।

ଓଡ଼ିଶା ତାଜା ନ୍ୟୁଜ (୧୦ ସେପ୍ଟେମ୍ବର ଗୁରୁବାର) କଳାହାଣ୍ଡି :- ଅପରାହ୍ନ ୫ଟା ସୁଦ୍ଧା କଳାହାଣ୍ଡି ଜିଲ୍ଲାର ବିଭିନ୍ନ ବ୍ଳକରୁ କରୋନା ପଜିଟିଭ ମାମଲା ରିପୋର୍ଟ ହୋଇଛି ।

ଗତକାଲି ରାତିରେ କଳାହାଣ୍ଡି ଜିଲ୍ଲାରୁ ଆହୁରି ୨୧ଟି ପଜିଟିଭ ମାମଲା ରିପୋର୍ଟ ହୋଇଛି । ଜିଲ୍ଲାରେ ଏପର୍ଯ୍ୟନ୍ତ କରୋନା ପଜିଟିଭ ସଂଖ୍ୟା ୧୯୩୪କୁ ବୃଦ୍ଧି ପାଇଛି । ତେବେ ଜିଲ୍ଲାରେ କରୋନାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ( ରିପୋର୍ଟ ପ୍ରଦୀପ କୁମାର ଗଉଡ)

Exit mobile version