ମଧୁମେହ ରୋଗର ମୁକାବିଲା ପାଇଁ ସାମୁହିକ ସଚେତନତା ଏକାନ୍ତ ଆବଶ୍ୟକ

ପ୍ରାରମ୍ଭରେ ଅନୁଷ୍ଠାନର ସାଂଗଠନିକ ଚେୟାରମ୍ୟାନ ପ୍ରଫେସର ଡ଼ା ଜୟନ୍ତ କୁମାର ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ସାଂଗଠନିକ ସମ୍ପାଦକ ଡ଼ା ଦେବାର୍ଚ୍ଚନ ଜେନା ଧନ୍ୟବାଦ ଅର୍ପଣ କରିଥିଲେ I ଏହି ଅବସରରେ ଜୀବନବ୍ୟାପୀ କୃତିତ୍ୱ ପାଇଁ ପ୍ରଫେସର ଡ଼ା ସିଦ୍ଧାର୍ଥ ଦାଶଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ଏବଂ ଆରଏସଏସଡିଆଇ ରୁରାଲ ଆଉଟରିଚ ପ୍ରୋଗ୍ରାମର ଶୁଭାରମ୍ଭ କରାଯିବା ସହିତ ଏକ ସ୍ମରଣିକା ଉନ୍ମୋଚିତ ହୋଇଥିଲା I
Related Content
ଧ୍ୟାନକୁଦ ପୀଠରେ ଶ୍ରୀଜିୟୁ ମାନଙ୍କ ନୀଳାଦ୍ରି ବିଜେ
by
Proprietor Abhimanyu Maharana
July 27, 2026
ପ୍ରଶାସନର ସବୁ ବ୍ଯବସ୍ଥା ଫେଲ ବଡଦାଣ୍ଡ ପାଲଟିଲା ମାଳିନୀ ନଦୀ
by
Proprietor Abhimanyu Maharana
July 27, 2026
ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍ଆଇଆର୍-ଆଇଏମ୍ଏମ୍ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍ ମଧ୍ୟରେ ଶିଳ୍ପ ସହଭାଗିତା
by
Proprietor Abhimanyu Maharana
July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies
by
Proprietor Abhimanyu Maharana
July 27, 2026
ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି
by
Proprietor Abhimanyu Maharana
July 27, 2026
ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା
by
Proprietor Abhimanyu Maharana
July 27, 2026