ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ନିର୍ବାଚନରେ ଆସନ୍ତା ତିନି ବର୍ଷ 2025-2028 ବର୍ଷ ପାଇଁ ସଭାପତି ଭାବେ ପାଇଁ ଶ୍ରୀଯୁକ୍ତ ପ୍ରହଲ୍ଲାଦ ସାହୁ ଓ ସମ୍ପାଦକ ଭାବେ ଶ୍ରୀଯୁକ୍ତ ସନ୍ତୋଷ କୁମାର ନାୟକ ତୃତୀୟ ଥର ପାଇଁ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି l ରାଜ୍ୟ ସଂଘ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ (UCDA)ସହିତ ଅନୁବନ୍ଧିତ

