
ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ – ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଦ୍ୱାରା ଅନୁଷ୍ଠିତ ୩୧ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଆଜି ଏକ ବଣ୍ଣାଢ୍ୟ ପରିବେଶରେ ଭୁବନେଶ୍ୱରର ରବୀନ୍ଦ୍ର ମଣ୍ଡପରେ ଉଦ୍ଯାପିତ ହୋଇଯାଇଅଛି ।

