ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ପାଠାଗାର ଆନ୍ଦୋଳନର ପ୍ରମୁଖ ପୁରୋଧା ଦାଶରଥି ପଟ୍ଟନାୟକ (ଦାସିଆ ଅଜା) ଙ୍କ 28 ତମ ଶ୍ରାଦ୍ଧବାର୍ଷିକୀ ପାଳନର ଅବସରରେ ନୟାଗଡ଼ ରେ ଅବସ୍ଥିତ ତାଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ମୁନିସିପାଲିଟି ଅଧକ୍ଷା ନିରୁପମା ଗ୍ଖଟେଇ, ଜିଲା ସଂସ୍କୃତି ବିଭାଗ ଅଧିକାରୀ ଉତ୍କଳ ସାମ୍ବାଦିକ ସଂଘର ସଭାପତି ଶ୍ରୀକାନ୍ତ ଖଟେଇ ଙ୍କ ସହିତ ନୟାଗଡ଼ ର ପ୍ରମୁଖ ସାମାଜିକ ଅନୁଷ୍ଠାନ ପୂଜ୍ୟପୂଜା କମିଟି,

