ଜଗତସିଂହପୁର (ଓଡ଼ିଶା ତାଜା ନ୍ୟୁଜ୍) ନି :ପ୍ର :- ବିରିଡି ପଞ୍ଚାୟତ ସମିତିର ନବମ ସାଧାରଣ ବୈଠକ ବୁଧବାର ସମିତି ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି l ବ୍ଲକ ଅଧ୍ୟକ୍ଷା ମମତା ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଧାୟକ ଡ଼ଃ ରମାକାନ୍ତ ଭୋଇ, ଉପାଧ୍ୟକ୍ଷା ପିନାକୀ ପ୍ରିୟ ଦର୍ଶିନୀ, ଜିଲ୍ଲାପରିଷଦ ସଭ୍ୟ ଚନ୍ଦ୍ରଶେଖର ଦାଶ, ସଭ୍ୟା ଦୀପ୍ତି ମୟୀ ରାୟ, ବିଡ଼ିଓ ଆୟୁଷି ପତି, ଏବିଡ଼ିଓ ବିନୋଦ କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ l

