Home Uncategorized by Proprietor Abhimanyu Maharana 12 months ago Share on FacebookShare on TwitterWhatsapp ରାଜସୁନାଖଳା (ଓଡ଼ିଶା ତାଜା ନ୍ୟୁଜ୍) ନି : ପ୍ର :- ରାଜସୁନାଖଳା ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣୀ ମଣ୍ଡପ ସଭାଗୃହରେ ରାଜ୍ ୟୁଥ୍ ଫାଉଣ୍ଡେସନ, ରାଜସୁନାଖଳା ପକ୍ଷରୁ ରାଜ୍ୟ ସ୍ତରୀୟ ବୁଦ୍ଧିଜୀବୀ ସମ୍ମିଳନୀ ଓ ପ୍ରତିଭା ସମ୍ମାନ-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନୟାଗଡ ଜିଲ୍ଲା ପରିଷଦର ସଭାପତି ଶ୍ରୀ ଦେବାଶିଷ ପଟ୍ଟନାୟକ, ଉଦଘାଟକ ଭାବେ ଫ୍ରେଣ୍ଡସ କ୍ଳବ ମୁଖ୍ୟ ତଥା ପ୍ରତିଷ୍ଠାତା ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ନାୟକ, ମୁଖ୍ୟ ବକ୍ତା ଭାବେ ସିପିଆଇଏମ ନେତା ଶ୍ରୀ ସୁରେଶ କୁମାର ସ୍ୱାଇଁ, ସମ୍ମାନୀତ ବକ୍ତା ଭାବେ ରାଜସୁନାଖଳା ଜୋନ୍ ଜିଲ୍ଲା ପରିଷଦ ଶ୍ରୀମତୀ ଭୁବନେଶ୍ୱରୀ ସାହୁ, ସମ୍ମାନିତ ଅତିଥି ଭାବେ ଯୁବନେତା ତଥା ସମାଜସେବୀ ଶ୍ରୀ ବାସୁଦେବ ସାହୁ, ଗାୟତ୍ରୀ ଫାଉଣ୍ଡେସନର ଅଧ୍ୟକ୍ଷ ଶ୍ରୀ ପ୍ରଫୁଲ୍ଲ କୁମାର ନାୟକ, ପୂର୍ବତନ ରାଜସୁନାଖଳା ଫାଣ୍ଡି ଅଧିକାରୀ ଶ୍ରୀ ଭୀମସେନ ମଲ୍ଲିକ, ମହାବୀର ବରିଷ୍ଠ ନାଗରିକ ମହାସଂଘର କାର୍ଯ୍ୟକାରୀ ସଭାପତି ଶ୍ରୀ ଶିଶିର କୁମାର ସାହୁ, ବରିଷ୍ଟ ଆଇନଜୀବି ଲୋତକବିନ୍ଦୁ ପଟ୍ଟନାୟକ ଓ ରାଜ୍ ୟୁଥ୍ ଫାଉଣ୍ଡେସନ ସାଂସ୍କୃତିକ ସମ୍ପାଦକ ଶ୍ରୀ ସୁଶାନ୍ତ କୁମାର ନାୟକ, ସହ ସମ୍ପାଦକ ଶ୍ରୀ ଦିଲ୍ଲୀପ ସାହୁ ପ୍ରମୁଖ ଯୋଗ ଦେଇଥିଲେ l Categories: Uncategorized Related Content ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି by Proprietor Abhimanyu Maharana August 15, 2026 ରଥଯାତ୍ରା ୨୦୨୬ ପ୍ରସ୍ତୁତି ନେଇ ଛତିଶା ନିଯୋଗ ସହ ସମନ୍ୱୟ ବୈଠକ by Proprietor Abhimanyu Maharana July 3, 2026 Preparations on for Ratha Yatra at Delhi’s Hauz Khas Temple by Proprietor Abhimanyu Maharana June 27, 2026 ପୁରୀରେ ପଞ୍ଚମୁଖୀ ମହାବୀରଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା, ତିନିଦିନିଆ ଯଜ୍ଞରେ ଭକ୍ତିମୟ ପରିବେଶ by Proprietor Abhimanyu Maharana April 8, 2026 କୁଦିଆରୀ ମା ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ : ସ୍କାଳରାତ୍ରି ବେଶରେ ଦର୍ଶନ ଦେଲେ ମା' by Proprietor Abhimanyu Maharana March 25, 2026 ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ by Proprietor Abhimanyu Maharana March 8, 2026