ବେଲପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି : ପ୍ର :- ବଲାଙ୍ଗିର ଜିଲ୍ଲା ତୁରକେଲା ବ୍ଲକ ଝରଣୀ ପଂଚାୟତ ଅନ୍ତର୍ଗତ ରାଉତମୁଣ୍ଡା ଗ୍ରାମର ପ୍ରସିଦ୍ଧ ଦଧିବାମନ ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ ଉତ୍ସବ ଅନୁଷ୍ଟିତ ହୋଇଯାଇଛି | କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିଳାନ୍ୟାସ କରିଥିଲେ | କାର୍ଯ୍ୟକ୍ରମରେ ସାଂସଦ ପ୍ରତିନିଧି ଅକ୍ଷୟ ମେହେରଙ୍କ ସହିତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ |
