କଟକ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କଟକ କଟକ ଜିଲ୍ଲା କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ସୁନ୍ଦରଗ୍ରାମ ସ୍ଥିତ ଦଧିଚି ଆଇଟିସିରେ ୨୦୨୫-୨୬ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ନିବେଦିତା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଦଧିଚି ଶିକ୍ଷାନୁଷ୍ଠାନ ସମୁହର ଚେୟାରମେନ ଡକ୍ଟର ମନୋଜ କୁମାର ଦାଶ ଏଵଂ ସମ୍ମାନୀତ ଅତିଥି ଭାବେ ମ୍ୟାନେଜିଂ ଟ୍ରଷ୍ଟି ଶ୍ରୀମତୀ ବବିତା ଦାଶ ଯୋଗ ଦେଇଥିଲେ ।
