ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି : ପ୍ର :- “ସ୍ୱସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ” ହେଉଛି ଏକ ଜାତୀୟ ସ୍ତରୀୟ ଅଭିଯାନ ଯାହା ଓଡ଼ିଶା ସମେତ ସମଗ୍ର ରାଜ୍ୟରେ ଏକ ସୁସ୍ଥ ଭବିଷ୍ୟତ ପିଢ଼ି ଗଠନ ପାଇଁ ଶିବିର ପଦ୍ଧତି ମାଧ୍ୟମରେ ପ୍ରାଥମିକତାରେ ସମସ୍ତ ବୟସର ମହିଳା ଏବଂ ଝିଅମାନଙ୍କୁ ବ୍ୟାପକ ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ସେବା ପ୍ରଦାନ କରିବା ପାଇଁ ଯୋଜନା କରାଯାଇଛି ।

