ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ମା’ ଦୁର୍ଗା ଦେବୀ ଙ୍କ ପୀଠ ରେ ଶାରଦୀୟ ଦୁର୍ଗାପୂଜା ଖୁବ ଯାକ ଯାକମକ ରେ ପାଳନ କରିବା ନେଇ ନିଷ୍ପତ୍ତି ହେବା ପରେ ଏହି ଉପଲକ୍ଷେ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି l ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗ୍ରାମ୍ୟ କମିଟି ତରଫରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି ।
