ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ ହେଲେ ଚିତ୍ତରଞ୍ଜନ ମିଶ୍ର

ଖୋର୍ଦ୍ଧା ପୌରାଧ୍ୟକ୍ଷା ଲକ୍ଷ୍ମୀ ମହାନ୍ତି, ସହ-ଜିଲ୍ଲା ଶିକ୍ଷା ଅଧିକାରୀ ବିଜୟ ବେହେରା, ବେଗୁନିଆର ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା, ଡାଇଏଟ୍ ଅଧ୍ୟକ୍ଷ ଡା. ତାପସ ନାୟକ ପ୍ରମୁଖ ଅତିଥିମାନେ ଯୋଗଦେଇଥିଲେ । ଶ୍ରୀ ମିଶ୍ରଙ୍କୁ ଏହି ସମ୍ମାନ ମିଳିଥିବାରୁ ସମଗ୍ର ଅଞ୍ଚଳରେ ଗର୍ବର ଲହରୀ ବିସ୍ତାରିତ ହୋଇଛି । ବିଭିନ୍ନ ମହଲରୁ ତାଙ୍କୁ ଅଭିନନ୍ଦନ ଜଣାଯାଇ ସ୍ଵାଗତ କରାଯାଇଛି ।
- Categories: ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026