ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ପ୍ରାକୃତିକ ବିପର୍ଯ୍ୟୟ କୁ ରୋକାଯାଇ ପାରିବା ନାହିଁ କିନ୍ତୁ ଏହାର ସଫଳ ମୁକାବିଲା କରି ଧନ ଜୀବନ ଓ କ୍ଷୟକ୍ଷତି କୁ ହ୍ରାସ କରାଯାଇ ପାରିବ।ଏଥିପାଇଁ ଉପଯୁକ୍ତ ପ୍ରଶିକ୍ଷଣ ଓ ସଚେତନତା ର ଆବଶ୍ୟକତା ରହିଛି ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ।

