ପାରଳାଖେମୁଣ୍ଡିପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଗଜପତି ଜିଲ୍ଲା ଅବକାରୀ ବିଭାଗ ଏବଂ ବ୍ରହ୍ମପୁର ଅବକାରୀ ଗୁଇନ୍ଦା ଅଧୀକ୍ଷକ ସ୍ମୃତିକାନ୍ତ ରାଉତଙ୍କ ନେତୃତ୍ବରେ ବିପୁଳ ପରିମାଣର ଚୋରା ଦେଶୀ ଓ ବିଦେଶୀ ମଦ ଜବତ କରିବା ସହ ମଦ ଚୋରା କାରବାରରେ ସମ୍ପୃକ୍ତ ୭ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି l
