Home ଓଡ଼ିଶା ନୂତନ ଥାନା ଅଧିକାରୀ ଙ୍କୁ ସମ୍ବର୍ଦ୍ଧନା by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଜଗତସିଂହପୁର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ବିରିଡି ଥାନାରେ ନୂତନ ଭାବେ ଦାଇତ୍ୱ ନେଇଥିବା ଆଇ ଆଇ ସି ସୁଜାତା ବେହେରା ଙ୍କୁ ଗୁରୁବାର ହାଜିପୁର ସରପଞ୍ଚ ଆରତୀ ଭୂୟାଁ ଓ ସାମାଜିକ କର୍ମୀ ଅକ୍ଷୟ କୁମାର ଭୂୟାଁ ପୁଷ୍ପଗୁଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି l ଏଠାରେ ପୂର୍ବରୁ ଥିବା ଆଇ ଆଇ ସି ଶବ୍ୟସାଚୀ ରାଉତ ପଦୋନତି ପାଇ ଜଗତସିଂହପୁର ପୋଲିସ ମୁଖ୍ୟାଳୟ କୁ ଯାଇଛନ୍ତି l ନୂତନ ଆଇ ଆଇ ସି ବେହେରା ପୂର୍ବରୁ ଜଗତସିଂହପୁର ଜିଲ୍ଲା ପୋଲିସ ମୁଖ୍ୟାଳୟ ରେ କାର୍ଯ୍ୟ କରୁଥିଲେ l ତେବେ ତାଙ୍କ କାର୍ଯ୍ୟରେ ସମସ୍ତେ ତାଙ୍କୁ ସାହାଯ୍ୟ କରିବାକୁ କହିଛନ୍ତି l Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତା ସମସ୍ତଙ୍କ ପାଇଁ ପ୍ରେରଣା by Proprietor Abhimanyu Maharana October 4, 2026 ଛାତ୍ରଛାତ୍ରୀଙ୍କ ପାଇଁ ଶୁଦ୍ଧ ପାନୀୟଜଳର ସୁବିଧା: କ୍ରିଦାଶପୁର ହାଇସ୍କୁଲକୁ ରୋଟାରୀ କ୍ଲବ୍ର ଆକ୍ୱାଗାର୍ଡ ଉପହାର by Proprietor Abhimanyu Maharana October 4, 2026 ଇଟାମାଟିରେ ରକ୍ତଦାନ ଶିବିର by Proprietor Abhimanyu Maharana October 4, 2026 ନୟାଗଡ଼ରେ ଗାନ୍ଧୀ ଜୟନ୍ତୀ, ଶାସ୍ତ୍ରୀ ଜୟନ୍ତୀ ଏବଂ ସ୍ୱଚ୍ଛ ଭାରତ ଦିବସ ପାଳିତ by Proprietor Abhimanyu Maharana October 4, 2026 ରଣଜୀ ଟ୍ରଫି ପାଇଁ ଇଷ୍ଟ କୋଷ୍ଟ ରେଲୱେ ସ୍ପୋର୍ଟସ୍ ଆସୋସିଏସନ୍ ପକ୍ଷରୁ ଭାରତୀୟ ରେଳ କ୍ରିକେଟ୍ ଦଳ ଚୂଡ଼ାନ୍ତ by Proprietor Abhimanyu Maharana October 4, 2026 ଜଳ ଅର୍ପଣ ଦିବସ ପାଳିତ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁଁ ଜାତୀୟ ସ୍ତରରେ ବେଲଗାଁ ପଞ୍ଚାୟତ ପୁରସ୍କୃତ : ମୁଖ୍ୟ ଅତିଥି by Proprietor Abhimanyu Maharana October 3, 2026