ସମର୍ପଣ ବୃଦ୍ଧାଶ୍ରମରେ ଆନ୍ତର୍ଜାତିକ ଜରା ଦିବସ ପାଳିତ
ସୁସ୍ଥ ଭାବେ ବଞ୍ଚିବା ସମସ୍ତ ବୟସ୍କଙ୍କ ଅଧିକାର : ମୁଖ୍ଯ ଅତିଥି
ତାପରେ ସମସ୍ତ ଅନ୍ତେବାସୀ ମାନଙ୍କର ସ୍ବାସ୍ଥ୍ଯ ପରୀକ୍ଷା କରିବା ସହିତ ସ୍ବାସ୍ଥ୍ଯ ସୁରକ୍ଷା ଓ ବାର୍ଦ୍ଧକ୍ଯ ଜନିତ ବିଭିନ୍ନ ସମସ୍ଯାର ସମାଧାନ ବିଷୟରେ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସମର୍ପଣ ପରିଚାଳନା କମିଟିର ସଂପାଦକ ଶ୍ରୀଧର ସାହୁ, କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାୟକ ସଦସ୍ୟ ଧୀରେନ୍ଦ୍ର କୁମାର ପଟ୍ଟନାୟକ ଓ ମ୍ଯାନେଜର ସୀତାରାମ ପ୍ରଧାନ ଉପସ୍ଥିତ ରହି ସହଯୋଗ କରିଥିଲେ।
- Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026