ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଜିଲ୍ଲା ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧକ୍ଷ, ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦେଶ ରେ ସଚିବ, ଅଞ୍ଜଳି ମଛଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ନୟାଗଡ଼ ଜିଲ୍ଲା କାରାଗାର ର ଅନ୍ତେବାସୀଙ୍କୁ ନେଇ କାରାଗାର ପରିସରରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇ ଯାଇଛି l ପ୍ରାରମ୍ଭରେ ଜିଲ୍ଲା ଆଇନ ସେବା ପ୍ରାଧି କରଣ କର୍ମଚାରୀ ପବନ କୁମାର ବେହେରା ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ସଚିବ,
