Home ଓଡ଼ିଶା ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପୁଷ୍ପଲତା ପାତ୍ର ଙ୍କ ଅଦ୍ୟକ୍ଷୟତରେ ପାଳନ ହୋଇଯାଇଅଛି by Proprietor Abhimanyu Maharana 12 months ago Share on FacebookShare on TwitterWhatsapp ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଜିଲ୍ଲା ସମାଜ ମଙ୍ଗଳ ବିଭାଗ ନୟାଗଡ଼, ତରଫରୁ ଜିଲ୍ଲାପାଳ ଙ୍କ ସଦଭାବନା ସଭା ଗୃହରେ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପୁଷ୍ପଲତା ପାତ୍ର ଙ୍କ ଅଦ୍ୟକ୍ଷୟତରେ ପାଳନ ହୋଇଯାଇଅଛି l ଉକ୍ତ କାର୍ଯ୍ୟକ୍ରମ ରେ ଡେପୁଟି କଲେକ୍ଟର ଶ୍ରୀମତୀ ତପ୍ତି ରାଜ, ଡେପୁଟି କଲେକ୍ଟର ଶ୍ରୀମତୀ ପ୍ରଭାତୀ ମହାରଣା ( Office of the Sub collector Nayagarh ) ମହିଳା ସଶକ୍ତିକରଣର ଜିଲ୍ଲା ସଂଯୋଜକ ଶ୍ରୀ ସୌମ୍ୟ ରଞ୍ଜନ ଦଶ ( District Hub Empowernment of Women ) DHEW ର ସମସ୍ତ କର୍ମଚାରୀ, ଜିଲ୍ଲାର ସମସ୍ତ CDPOs ମାଡାମ, Supervisor & AWW ଙ୍କ ସହିତ ଆଦିକା କିଶୋରୀ ମାନେ ଉପସ୍ଥିତ ଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ଡେପୁଟି କଲେକ୍ଟର ଶ୍ରୀମତୀ ତପ୍ତି ରାଜ ମାଡାମ ଝିଅ ଙ୍କ ସ୍ୱାସ୍ଥ୍ୟ, ଶିକ୍ଷା,ଲିଙ୍ଗଗତ ସମାନତା, ଘରୋଇ ହିଂସା, ଯୌତୁକ ନେଷେଧ, ବାଲ୍ୟ ବିବାହ ନିଷେଧ ଇତ୍ୟାଦି ସମସ୍ତ ବିଷୟରେ କିଶୋରୀ ବାଳିକା ମାନଙ୍କୁ ଉଦବୋଧନ ଦେଇଥିବା ସ୍ଥଳେ ଜିଲ୍ଲା ସଂଯୋଜକ ଶ୍ରୀ ସୌମ୍ୟ ରଞ୍ଜନ ଦାଶ ମଞ୍ଚ ପରିଚାଳନା କରିଥିଲେ l ଏହି କାଯ୍ୟକ୍ରମ ରେ Quize, ସଂଗୀତ, ନୃତ୍ୟ ମାଧ୍ୟ୍ୟମରେ ମହିଳା ସଶକ୍ତିକରଣ କୁ ପ୍ରତିପାଦିତ କରି ଶେଷରେ ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ, ଶେଷରେ DSWO ଓ CDPO ସମସ୍ତଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ l Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026