ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ୍ଏସି -୧ ର କ୍ଲଷ୍ଟର ସ୍ତରୀୟ ସୁରଭି-୨୦୨୫ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବଡ଼ଗାଁ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବ୍ଲକ ଭାରପ୍ରାପ୍ତ ଏବିଓ ପଦ୍ମ ଲୋଚନ ପଣ୍ଡା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ପଦ୍ମିନୀ ପ୍ରଧାନ,

