ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଆସନ୍ତାକାଲି ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ତଥା ଲେଖିକା ଶ୍ରୀମତୀ ଶୁଭା ଶର୍ମାଙ୍କ ରଚିତ ଉପନ୍ୟାସ ‘ମିସେସ୍ ହାପିଲି ସିଙ୍ଗଲ୍’ ଉନ୍ମୋଚିତ ହେବାକୁ ଯାଉଛି । ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ଆସନ୍ତାକାଲି ସନ୍ଧ୍ୟାରେ ଆୟୋଜିତ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ପ୍ରସିଦ୍ଧ ଲେଖକ ତଥା ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଶ୍ରୀ ଟି. କେ. ମିଶ୍ର,

