ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ନୂଆପଡ଼ା ପାଇଁ ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ପ୍ରଚାର ତାଲିକା ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନିରଂଜନ ପୂଜାରୀ, ଅରୁଣ କୁମାର ସାହୁ, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସଙ୍କ ସମେତ ୪୦ ଜଣ କରିବେ ପ୍ରଚାର ।
ସେହିପରି ଅତନୁ ସବ୍ଯସାଚୀ ନାୟକ, ପ୍ରତାପ ଜେନା, ସଂଜୟ କୁମାର ଦାସବର୍ମା, ଦିବ୍ୟଶଙ୍କର ମିଶ୍ର, କଳିକେଶ ନାରାୟଣ ସିଂହଦେଓ, ସାରଦା ନାୟକ,ପୁଷ୍ପେନ୍ଦ୍ର ସିଂହଦେଓ, ପ୍ରୀତିରଂଜନ ଘଡାଇ, ଟୁକୁନି ସାହୁ, ସୁଲତା ଦେଓ, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଣି, ଦେବେଶ ଆଚାର୍ଯ୍ୟ, ପ୍ରଦୀପ କୁମାର ଦିଶାରୀ, ସରୋଜ କୁମାର ମେହେର,

