ଚିଲିକା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଚିଲିକା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭୀ ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟ,ବଡକୁଳ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ଚିଲିକା ର ପ୍ରାକ୍ତନ ବିଧାୟକ ଡାକ୍ତର ବିଭୂତି ଭୂଷଣ ହରିଚନ୍ଦନ।ଉଦ୍ ଘାଟନୀ ସଭାରେ ମାନ୍ୟଗଣ୍ୟ ଅତିଥି ମାନଙ୍କ ମଧ୍ୟରେ ଵଡକୂଳ ସରପଞ୍ଚ ପ୍ରହଲ୍ଲାଦ ବେହେରା, ପଞ୍ଚସଖା ଶିକ୍ଷା ସେତୁର ସଭାପତି ବିଦ୍ୟାଧର ଯୁଝାର ସିଂହ ,
