ବାଙ୍କୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଦୁର୍ନିତି ନିବାରଣ ସଚେତନତା ଶପଥ ପାଠ
କାର୍ଯ୍ୟକ୍ରମରେ ଉପକୋଷାଗାର ଅଧିକାରୀ ସଂଜୟ କୁମାର ଧଳ, ଉପଖଣ୍ଡ ସମାଜମଙ୍ଗଳ ଅଧିକାରୀ ସୌଦାମିନୀ ଦାଶ, ଉପଜିଲ୍ଲାପାଳଙ୍କ କାର୍ଯ୍ୟଳାୟର ବରିଷ୍ଠ ଉପବିଭାଗ ଅଧିକାରୀ ଜୟନ୍ତୀ କୁମାର ରାଉତ, ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ କାଳୀଚରଣ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ଶପଥପାଠ କରିଥିଲେ ।
Related Content
କଳିଙ୍ଗ ସାହିତ୍ୟ ମହୋତ୍ସବ ପକ୍ଷରୁ ୨୦୨୬ ବୁକ୍ ଆୱାର୍ଡସ ପାଇଁ ହିନ୍ଦୀ ସର୍ଟଲିଷ୍ଟ ଘୋଷଣା
by
Proprietor Abhimanyu Maharana
July 9, 2026
କଣ୍ଟାବାଞ୍ଜି ପୋଲିସର ତତ୍ପରତା ଓ ଅନିଲ ଅଗ୍ରୱାଲଙ୍କ ସାଧୁତା
by
Proprietor Abhimanyu Maharana
July 8, 2026
କାମ ସାରି ଘରକୁ ଫେରୁଥିବା ବେଳେ ନିଖୋଜ ହେଲେ ଡ୍ରାଇଭର ସୀତାରାମ ସାହୁ
by
Proprietor Abhimanyu Maharana
July 8, 2026
ଭାଲୁଖାଇ ଛେଳି ଗୁହାଳରୁ ଦୁଇ ଯୁବକଙ୍କ ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
by
Proprietor Abhimanyu Maharana
July 8, 2026
ରଥଯାତ୍ରା ପାଇଁ ପୋଲିସ ଓ ୮ ସାହି ବାସିନ୍ଦାଙ୍କ ସହ ସମନ୍ୱୟ ବୈଠକ
by
Proprietor Abhimanyu Maharana
July 8, 2026
ରଥଯାତ୍ରାରେ ବିପଦ ସାଜିବ ମୁକୁଳା ଡ୍ରେନ
by
Proprietor Abhimanyu Maharana
July 8, 2026