ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ଦ୍ୱାରା ମଣ୍ଡଳ ସ୍ତରୀୟ ସାଂସ୍କୃତିକ ମହୋତ୍ସବ-୨୦୨୫
ଶ୍ରୀ ମଣ୍ଡଳ ବିଭିନ୍ନ ବର୍ଗରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ବିଜେତା ଏବଂ ଅଂଶ ଗ୍ରହଣକାରୀ ମାନଙ୍କୁ ଏହି ଅବସରରେ ପୁରସ୍କାର ବିତରଣ କରିଥିଲେ। ମଣ୍ଡଳ ସ୍ତରୀୟ ସାଂସ୍କୃତିକ ମହୋତ୍ସବ କାର୍ଯ୍ୟକ୍ରମକୁ ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳର ବରିଷ୍ଠ ମଣ୍ଡଳ କାର୍ମିକ ଅଧିକାରୀ ତଥା ରେଳମଣ୍ଡଳ ସାଂସ୍କୃତିକ ସଂଗଠନର ସାଧାରଣ ସମ୍ପାଦକ ଶ୍ରୀ ଆର ଏନ ଏ ପରିଡା ଉତ୍ତମ ଭାବରେ ସଂଯୋଜନା କରିଥିଲେ।
Related Content
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ
by
Proprietor Abhimanyu Maharana
June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
by
Proprietor Abhimanyu Maharana
June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ
by
Proprietor Abhimanyu Maharana
June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ
by
Proprietor Abhimanyu Maharana
June 22, 2026
ତିନିରଥର ବଡକଳସ ପେଣ୍ଡୀରେ ପାପକାର୍ଯ୍ଯ ଓ ୩୨ ଗୋଟି ପାଖୁଡା ନିର୍ମାଣ କାର୍ଯ୍ଯ ଶେଷ
by
Proprietor Abhimanyu Maharana
June 22, 2026
ନନ୍ଦଳା ଗ୍ରାମର ବିଶ୍ୱରଞ୍ଜନ ନାୟକ ଙ୍କ ଉପରୁ ବାସନ୍ଦ ଉଠାଇଲେ ଗ୍ରାମବାସୀ - ସଫଳ ସାମାଜିକ ପୁନର୍ବାସ
by
Proprietor Abhimanyu Maharana
June 22, 2026